Zechariah 1:5 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ତେଣୁ, ତୁମ୍ଭର ସହେି ପୂର୍ବପୁରୁଷଗଣ ବର୍ତ୍ତମାନ କାହାନ୍ତି? ସହେି ଭବିଷ୍ଯଦ୍ବକ୍ତାଗଣ କଣ ଏପର୍ୟ୍ଯନ୍ତ ବଞ୍ଚିଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ କି ଚିରକାଳ ଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ତେଣୁ, ତୁମ୍ଭର ସେହି ପୂର୍ବପୁରୁଷଗଣ ବର୍ତ୍ତମାନ କାହାନ୍ତି? ସେହି ଭବିଷ୍ୟଦ୍ବକ୍ତାଗଣ କ’ଣ ଏପର୍ଯ୍ୟନ୍ତ ବଞ୍ଚିଛନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?”