Zechariah 1:7 — Compare Translations
5 translations compared side by side
Odia - 1840
"ଦାରିଯାବସଙ୍କ ଶାସନର ଦ୍ବିତୀୟ ବର୍ଷର ଏକାଦଶ ମାସର ଏହା ହେଉଛି ଶବାଟ ମାସର ଚତୁର୍ବିଂଶ ଦିନ, ସଦାପ୍ରଭୁ ତାଙ୍କର ଭବିଷ୍ଯଦ୍ବକ୍ତା ୟିଖରିଯଙ୍କ ନିକଟକୁ ବାର୍ତ୍ତା ପଠାଇଲେ। ଭବିଷ୍ଯଦ୍ବକ୍ତା ୟିଖରିଯ ବରେିଖିଯଙ୍କ ପୁତ୍ର ଥିଲେ, ବରେିଖିଯ ଇଦ୍ଦୋଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାରୀୟାବସ୍ର ଦ୍ଵିତୀୟ ବର୍ଷ ଏକାଦଶ ମାସର, ଅର୍ଥାତ୍, ଶବାଟ ମାସର ଚତୁର୍ବିଂଶ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
The Four Horses ଦାରିୟାବସଙ୍କ ଶାସନର ଦ୍ୱିତୀୟ ବର୍ଷର ଏକାଦଶ ମାସର ଏହା ହେଉଛି ଶବାଟ ମାସର ଚତୁର୍ବିଂଶ ଦିନ, ସଦାପ୍ରଭୁ ତାଙ୍କର ଭବିଷ୍ୟଦ୍ବକ୍ତା ଯିଖରିୟଙ୍କ ନିକଟକୁ ବାର୍ତ୍ତା ପଠାଇଲେ। ଭବିଷ୍ୟଦ୍ବକ୍ତା ଯିଖରିୟ ବେରିଖିୟଙ୍କ ପୁତ୍ର ଥିଲେ, ବେରିଖିୟ ଇଦ୍ଦୋଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,