Zechariah 1:8 — Compare Translations
5 translations compared side by side
Odia - 1840
"ରାତି ରେ ମୁଁ ଲାଲ୍ ଅଶ୍ବ ଉପ ରେ ଏକ ବ୍ଯକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେ ହନ୍ଦେି ବୁଦା ମଝି ରେ ଛିଡା ହାଇେଥିଲା। ତାଙ୍କ ପଛ ରେ ଲାଲ୍, ଧୂସର ଏବଂ ଧଳା ଅଶ୍ବଗୁଡିକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ଵାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ତୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ଵଗଣ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାତିରେ ମୁଁ ଲାଲ୍ଅଶ୍ୱ ଉପରେ ଏକ ବ୍ୟକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେହେନ୍ଦି ବୁଦା ମଝିରେ ଛିଡ଼ା ହୋଇଥିଲା। ତାଙ୍କ ପଛରେ ଲାଲ୍, ଧୂସର ଏବଂ ଧଳା ଅଶ୍ୱଗୁଡ଼ିକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।