Zechariah 10:1 — Compare Translations

5 translations compared side by side

Odia - 1840
"ବସନ୍ତ ଋତୁ ରେ ବର୍ଷା ହବୋପାଇଁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରେ। ସଦାପ୍ରଭୁ ହିଁ କବଳେ ବିଦ୍ଯୁତ୍ ପ୍ ରରଣେ କରନ୍ତି ଏବଂ ବର୍ଷା ଢାଳନ୍ତି ଓ ପ୍ରେତ୍ୟକକଙ୍କୁ କ୍ଷତରେ ଘାସ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗନ୍ତ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ପ୍ରତିଜ୍ଞା ବସନ୍ତ ଋତୁରେ ବର୍ଷା ହେବା ପାଇଁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରେ। ସଦାପ୍ରଭୁ ହିଁ କେବଳ ବିଦ୍ୟୁତ୍ ପ୍ରେରଣ କରନ୍ତି ଏବଂ ବର୍ଷା ଢାଳନ୍ତି ଓ ପ୍ରତ୍ୟେକଙ୍କୁ କ୍ଷେତର ଘାସ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍‍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍‍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।