Zechariah 10:11 — Compare Translations

5 translations compared side by side

Odia - 1840
"ସମାନେେ ଦାରୁଣ ବ୍ଯଥାର ସମୁଦ୍ର ମଧ୍ଯଦଇେ ପାର ହବେେ ଏବଂ ସମୁଦ୍ରର ଢେଉକୁ ଆଘାତ କରିବେ। ନୀଳ ନଦୀର ଗଭୀରତାର ପାଣି ସବୁ ଶୁଖିୟିବ। ଅଶୂରର ଗର୍ବ ନତ ହବେ ଏବଂ ମିଶରର ରାଜଦଣ୍ତ ଗ୍ଭଲିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ତ ଦୂରୀକୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦାରୁଣ ବ୍ୟଥାର ସମୁଦ୍ର ମଧ୍ୟଦେଇ ପାର ହେବେ ଏବଂ ସମୁଦ୍ରର ଢେଉକୁ ଆଘାତ କରିବେ। ନୀଳ ନଦୀର ଗଭୀରତାର ପାଣି ସବୁ ଶୁଖିଯିବ। ଅଶୂରର ଗର୍ବ ନତ ହେବ ଏବଂ ମିଶରର ରାଜଦଣ୍ତ ଗ୍ଭଲିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।