Zechariah 10:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମ ରେ, ସମାନେେ ସବୁସ୍ଥାନକୁ ଯିବେ। ଏହା ସଦାପ୍ରଭୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମରେ, ସେମାନେ ସବୁସ୍ଥାନକୁ ଯିବେ।” ଏହା ସଦାପ୍ରଭୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।