Zechariah 10:3 — Compare Translations

5 translations compared side by side

Odia - 1840
"ଆମ୍ଭେ ବିଶଷେଭାବରେ ପାଳକମାନଙ୍କ ଉପ ରେ କୋରଧାନ୍ବିତ। ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ କାର୍ୟ୍ଯ କରିବା ଯେଉଁମାନେ ମଷେପଲର ଯତ୍ନ ନିଅନ୍ତି। କାରଣ ସର୍ବଶକ୍ତିମାନ ସଦାପ୍ରଭୁ ପ୍ରକୃତ ରେ ତାଙ୍କ ପଲର ଯତ୍ନ ନିଅନ୍ତି, ଯିହୁଦାର ଘର। ସେ ସମାନଙ୍କେୁ ଏକ ଯୋଦ୍ଧା ଅଶ୍ବ ପରି ତିଆରି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହୋଇଅଛି ଓ ଆମ୍ଭେ ଛାଗଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ଵାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ଵ ତୁଲ୍ୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ବିଶେଷଭାବରେ ପାଳକମାନଙ୍କ ଉପରେ କ୍ରୋଧାନ୍ୱିତ। ଆମ୍ଭେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବା ଯେଉଁମାନେ ମେଷପଲର ଯତ୍ନ ନିଅନ୍ତି।” କାରଣ ସର୍ବଶକ୍ତିମାନ ସଦାପ୍ରଭୁ ପ୍ରକୃତରେ ତାଙ୍କ ପଲର ଯତ୍ନ ନିଅନ୍ତି, ଯିହୁଦାର ଘର। ସେ ସେମାନଙ୍କୁ ଏକ ଯୋଦ୍ଧା ଅଶ୍ୱ ପରି ତିଆରି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଅଧ୍ୟକ୍ଷଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଅଧ୍ୟକ୍ଷଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।