Zechariah 10:4 — Compare Translations

5 translations compared side by side

Odia - 1840
"କଣ ପ୍ରସ୍ତର, ତାଙ୍କଠାରୁ ତମ୍ବୁର କିଳା, ୟୁଦ୍ଧର ଧନୁ ଏବଂ ସମସ୍ତ ସୈନ୍ଯାଧିପତି, ଏକତ୍ର ଯିହୁଦାରୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“କୋଣ ପ୍ରସ୍ତର, ତାଙ୍କଠାରୁ ତମ୍ବୁର କିଳା, ଯୁଦ୍ଧର ଧନୁ ଏବଂ ସମସ୍ତ ସୈନ୍ୟାଧିପତି, ଏକତ୍ର ଯିହୁଦାରୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।