Zechariah 10:5 — Compare Translations
5 translations compared side by side
Odia - 1840
"ସମାନେେ ବୀରପରି ତାଙ୍କର ପାଦତଳେ କାଦୁଅ ରାସ୍ତାକୁ ଦଳି ଦବେେ। ସମାନେେ ୟୁଦ୍ଧ କରି ଶତୃପକ୍ଷର ଅଶ୍ବାରୋହୀମାନଙ୍କୁ ମଧ୍ଯ ପରାସ୍ତ କରିବେ। କାରଣ ସଦାପ୍ରଭୁ ତାଙ୍କ ସହବର୍ତ୍ତୀ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ଵାରୋହୀମାନେ ଘାବରା ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବୀରପରି ତାଙ୍କର ପାଦତଳେ କାଦୁଅ ରାସ୍ତାକୁ ଦଳି ଦେବେ। ସେମାନେ ଯୁଦ୍ଧ କରି ଶତ୍ରୁପକ୍ଷର ଅଶ୍ୱାରୋହୀମାନଙ୍କୁ ମଧ୍ୟ ପରାସ୍ତ କରିବେ। କାରଣ ସଦାପ୍ରଭୁ ତାଙ୍କ ସହବର୍ତ୍ତୀ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।