Zechariah 10:6 — Compare Translations
5 translations compared side by side
Odia - 1840
"ଆମ୍ଭେ ଯିହୁଦାର ଗୃହକୁ ଶକ୍ତିଶାଳୀ କରାଇବା ଆଉ ମଧ୍ଯ ଆମ୍ଭେ ଯୋଷଫେର ଗୃହକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ପୁନଃସ୍ଥାପନ କରିବା କାରଣ ସମାନଙ୍କେ ପ୍ରତି ଆମ୍ଭର ଦୟା ଅଛି। ଏହା ଏପରି ହବେ ଯେପରିକି ଆମ୍ଭେ ସମାନଙ୍କେୁ କବେେ ପ୍ରତ୍ଯାଖ୍ଯାନ କରିନାହୁଁ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଏବଂ ଆମ୍ଭେ ସମାନଙ୍କେର ପାର୍ଥନା ଶୁଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫ-ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ଵାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବାା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯିହୁଦାର ଗୃହକୁ ଶକ୍ତିଶାଳୀ କରାଇବା ଆଉ ମଧ୍ୟ ଆମ୍ଭେ ଯୋଷେଫଙ୍କର ଗୃହକୁ ରକ୍ଷା କରିବା। ଆମ୍ଭେ ସେମାନଙ୍କୁ ପୁନଃସ୍ଥାପନ କରିବା କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି। ଏହା ଏପରି ହେବ ଯେପରିକି ଆମ୍ଭେ ସେମାନଙ୍କୁ କେବେ ପ୍ରତ୍ୟାଖ୍ୟାନ କରି ନାହୁଁ। ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଏବଂ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Odia IRV 2017 (ଓଡିଆ ବାଇବେଲ)