Zechariah 10:7 — Compare Translations

5 translations compared side by side

Odia - 1840
"ଇଫ୍ରଯିମର ଲୋକମାନେ ଦ୍ରାକ୍ଷାରସ ପାନ କରିଥିବା ସୈନ୍ଯଟି ପରି ଖୁସି ହବେେ। ସମାନଙ୍କେର ପିଲାମାନେ ଦେଖିବେ ଓ ଆନନ୍ଦ କରିବେ। ସମାନଙ୍କେର ହୃଦଯ ସଦାପ୍ରଭୁଙ୍କଠା ରେ ଉଲ୍ଲସିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ତୁଲ୍ୟ ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମର ଲୋକମାନେ ଦ୍ରାକ୍ଷାରସ ପାନ କରିଥିବା ସୈନ୍ୟଟି ପରି ଖୁସୀ ହେବେ। ସେମାନଙ୍କର ପିଲାମାନେ ଦେଖିବେ ଓ ଆନନ୍ଦ କରିବେ। ସେମାନଙ୍କର ହୃଦୟ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।