Zechariah 10:8 — Compare Translations
5 translations compared side by side
Odia - 1840
"ଆମ୍ଭେ ତୂରି ବଜାଇବା ଏବଂ ସମାନଙ୍କେୁ ଏକତ୍ରୀତ କରାଇବା। ଆମ୍ଭେ ସମାନଙ୍କେୁ ଦାସତ୍ବରୁ ମୁକ୍ତ କରିଅଛୁ ଓ ସମାନେେ ଯେପରି ବହୁ ସଂଖ୍ଯା ରେ ଥିଲେ ସହେିପରି ବହୁ ସଂଖ୍ଯା ରେ ପୂର୍ଣ୍ଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶଦ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିଅଛୁ ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ତୂରି ବଜାଇବା ଏବଂ ସେମାନଙ୍କୁ ଏକତ୍ରିତ କରାଇବା। ଆମ୍ଭେ ସେମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ ଓ ସେମାନେ ଯେପରି ବହୁ ସଂଖ୍ୟାରେ ଥିଲେ ସେହିପରି ବହୁ ସଂଖ୍ୟାରେ ପୂର୍ଣ୍ଣ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।