Zechariah 10:9 — Compare Translations

5 translations compared side by side

Odia - 1840
"ଯଦିଓ ଆମ୍ଭେ ଦେଶଗୁଡିକ ମଧିଅରେ ସମାନଙ୍କେୁ ବିଛାଡି ଦଇେଛୁ, ସମାନେେ ସହେି ଦୂର ସ୍ଥାନ ରେ ଆମ୍ଭକୁ ମନେ ପକାଇବେ। ସମାନେେ ସନ୍ତାନଗଣଙ୍କୁ ପାଳନ କରିବେ ଏବଂ ସମାନେେ ଫରେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବପନ କରିବା ଓ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ଆମ୍ଭେ ଦେଶଗୁଡ଼ିକ ମଧ୍ୟରେ ସେମାନଙ୍କୁ ବିଛାଡ଼ି ଦେଇଛୁ, ସେମାନେ ସେହି ଦୂର ସ୍ଥାନରେ ଆମ୍ଭକୁ ମନେ ପକାଇବେ। ସେମାନେ ସନ୍ତାନଗଣଙ୍କୁ ପାଳନ କରିବେ ଏବଂ ସେମାନେ ଫେରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।