Zechariah 11:1 — Compare Translations

5 translations compared side by side

Odia - 1840
"ହେ ଲିବାନୋନ୍, ତୁମ୍ଭେ ତୁମ୍ଭର ସମସ୍ତ ଦ୍ବାର ଖାଲିଦେିଅ ଯେପରି ଅଗ୍ନି ତୁମ୍ଭର ସମସ୍ତ ଦବଦୋରୁ ବୃକ୍ଷଗୁଡିକୁ ପୋଡି଼ ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଲିବାନୋନ, ତୁମ୍ଭର ଏରସବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ମେଲାଇ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅନ୍ୟରାଷ୍ଟ୍ରକୁ ଦଣ୍ତ ଦେବେ ହେ ଲିବାନୋନ୍, ତୁମ୍ଭେ ତୁମ୍ଭର ସମସ୍ତ ଦ୍ୱାର ଖୋଲିଦିଅ ଯେପରି ଅଗ୍ନି ତୁମ୍ଭର ସମସ୍ତ ଦେବଦାରୁ ବୃକ୍ଷଗୁଡ଼ିକୁ ପୋଡ଼ି ପକାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।