Zechariah 11:12 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ କହିଲି, ଯଦି ତୁମ୍ଭମାନେେ ମାେତେ ମାରେ ବତନେ ଦବୋକୁ ଇଚ୍ଛା କରୁଛ ତବେେ ଦିଅ, ନଚେତ୍ ସେଥିରୁ ନିବୃତ୍ତ ହୁଅ। ତେଣୁ ସମାନେେ ମାରେ ମଜୁରି ତିରିଶ ରେ ୗପ୍ୟ ମୁଦ୍ରା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ସେମାନଙ୍କୁ କହିଲି, ଯେବେ ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷା; ହୁଅ । ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ କହିଲି, “ଯଦି ତୁମ୍ଭେମାନେ ମୋତେ ମୋର ବେତନ ଦେବାକୁ ଇଚ୍ଛା କରୁଛ ତେବେ ଦିଅ, ନଚେତ୍ ସେଥିରୁ ନିବୃତ୍ତ ହୁଅ।” ତେଣୁ ସେମାନେ ମୋର ମଜୁରୀ ତିରିଶ୍ ରୌପ୍ୟ ମୁଦ୍ରା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରି ଦେଲେ।