Zechariah 11:13 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ ମାେତେ କହିଲେ, ସହେି ମହତ ମୂଲ୍ଯକୁ ଫୋପାଡି ଦିଅ, କାରଣ ସମାନେେ ଆମ୍ଭର ମୂଲ୍ଯ ରାଜକୋଷ ମଧ୍ଯରୁ ନିରୁପଣ କଲେ। ତେଣୁ ମୁଁ ସହେି ତିରିଶଟି ରେ ୗପ୍ୟ ମୁଦ୍ରା ନଇେ ସଦାପ୍ରଭୁଙ୍କ ମନ୍ଦିରର କଷୋଗାର ରେ ପକାଇ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ମୋତେ କହିଲେ, ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି । ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ମୋତେ କହିଲେ, “ସେହି ମହତ ମୂଲ୍ୟକୁ ଫୋପାଡ଼ି ଦିଅ, କାରଣ ସେମାନେ ଆମ୍ଭର ମୂଲ୍ୟ ରାଜକୋଷ ମଧ୍ୟରୁ ନିରୂପଣ କଲେ।” ତେଣୁ ମୁଁ ସେହି ତିରି‌‌ଶ୍‌‌ଟି ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରେ ପକାଇ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇଦେଲି
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି