Zechariah 11:14 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ବନ୍ଧନୀ ନାମକ ୟଷ୍ଟିକୁ ଦୁଇଖଣ୍ତ କଲି। ଏହା କଲି, ଯିହୁଦା ଓ ଇଶ୍ରାୟେଲର ଏକତା ନଷ୍ଟ କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ବନ୍ଧନୀ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ତ ଖଣ୍ତ କରି କାଟିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ବନ୍ଧନୀ ନାମକ ଯଷ୍ଟିକୁ ଦୁଇଖଣ୍ତ କଲି। ଏହା କଲି, ଯିହୁଦା ଓ ଇସ୍ରାଏଲର ଏକତା ନଷ୍ଟ କରିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୁଁ ବନ୍ଧନୀ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୁଁ ‘ବନ୍ଧନୀ’ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।