Zechariah 11:15 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ ମାେତେ କହିଲେ, ପୁନର୍ବାର ସହେି ନିର୍ ବୋଧ ମଷେପାଳକର ସାଜ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ପାଳକର ସଜ ନିଅ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ମୋତେ କହିଲେ, “ପୁନର୍ବାର ସେହି ନିର୍ବୋଧ ମେଷପାଳକର ସାଜ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।”