Zechariah 11:16 — Compare Translations

5 translations compared side by side

Odia - 1840
"କାରଣ ଏହି ଦେଶ ରେ ଆମ୍ଭେ ଏକ ମଷେପାଳକ ଉତ୍ଥାପିତ କରୁଛୁ। ସେ ହଜିୟାଇଥିବା ମଷଗେୁଡିକ ନିମନ୍ତେ ଯତ୍ନ ନବେ ନାହିଁ। ବିପଥଗାମୀମାନଙ୍କୁ ସେ ଖାଜେିବ ନାହିଁ। ସେ କ୍ଷତିଗ୍ରସ୍ଥ ଲୋକଙ୍କୁ ସୁସ୍ଥ କରିବ ନାହିଁ। ଯେଉଁମାନେ ଜୀବନ୍ତ ଅଛନ୍ତି, ସମାନଙ୍କେୁ ସେ ଖୁଆଇବ ନାହିଁ। ସେ ସଗେୁଡିକର ଖୁରାକୁ ଛିଣ୍ତାଇ ହୃଷ୍ଟପୃଷ୍ଟ ମଷେମାନଙ୍କୁ ଭକ୍ଷଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ଵାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ତ ଖଣ୍ତ କରି ବିଦୀର୍ଣ୍ଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଏହି ଦେଶରେ ଆମ୍ଭେ ଏକ ମେଷପାଳକ ଉ‌ତ୍‌ଥାପିତ କରୁଛୁ। ସେ ହଜିଯାଇଥିବା ମେଷଗୁଡ଼ିକ ନିମନ୍ତେ ଯତ୍ନ ନେବ ନାହିଁ। ବିପଥଗାମୀମାନଙ୍କୁ ସେ ଖୋଜିବ ନାହିଁ। ସେ କ୍ଷତିଗ୍ରସ୍ତ ଲୋକଙ୍କୁ ସୁସ୍ଥ କରିବ ନାହିଁ। ଯେଉଁମାନେ ଜୀବନ୍ତ ଅଛନ୍ତି, ସେମାନଙ୍କୁ ସେ ଖୁଆଇବ ନାହିଁ। ସେ ସେଗୁଡ଼ିକର ଖୁରାକୁ ଛିଣ୍ତାଇ ହୃଷ୍ଟପୁଷ୍ଟ ମେଷମାନଙ୍କୁ ଭକ୍ଷ୍ୟଣ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ।
Odia IRV 2017 (ଓଡିଆ ବାଇବେଲ)