Zechariah 11:17 — Compare Translations
5 translations compared side by side
Odia - 1840
"ଯେ ଅ ଯୋଗ୍ଯ ମଷେପାଳକ, ସେ ପଲକୁ ତ୍ଯାଗ କରେ। ତାକୁ ଧ୍କ୍! ଖଡ୍ଗ ତା'ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ। ତାହାର ବାହୁ ନିଶ୍ଚଯ ଶୁଷ୍କ ହବେ ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚଯ ଅନ୍ଧ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଦକ୍ଷିଣ ଚକ୍ଷୁରେ ଖଡ଼୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଦକ୍ଷିଣ ଚକ୍ଷୁ ସର୍ବତୋଭାବେ ଅନ୍ଧକାରଗ୍ରସ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଅଯୋଗ୍ୟ ମେଷପାଳକ, ସେ ପଲକୁ ତ୍ୟାଗ କରେ। ତାକୁ ଧିକ୍! ଖଡ଼୍ଗ ତା’ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ। ତାହାର ବାହୁ ନିଶ୍ଚୟ ଶୁଷ୍କ ହେବ ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚୟ ଅନ୍ଧ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।