Zechariah 11:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଦବଦୋରୁ ଜୀତୀଯ ବୃକ୍ଷ ଶୋକ କର କାରଣ ଦବଦୋରୁ ପଡିୟାଇଛି। ଶକ୍ତିଶାଳୀମାନେ ଧ୍ବଂସ ହାଇେଛନ୍ତି। ଶୋକ କର, ହେ ବାଶନର ଆଲୋନ୍ ବୃକ୍ଷ ସହେି ଦୁର୍ଗମ ବନ କଟାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଦେବଦାରୁ ଜାତୀୟ ବୃକ୍ଷ ଶୋକ କର କାରଣ ଦେବଦାରୁ ପଡ଼ିଯାଇଛି। ଶକ୍ତିଶାଳୀମାନେ ଧ୍ୱଂସ ହୋଇଛନ୍ତି। ଶୋକ କର, ହେ ବାଶନର ଅଲୋନବୃକ୍ଷ ସେହି ଦୁର୍ଗମ ବନ କଟାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା।
Odia IRV 2017 (ଓଡିଆ ବାଇବେଲ)
ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା।