Zechariah 11:3 — Compare Translations

5 translations compared side by side

Odia - 1840
"ମଷେପାଳକମାନଙ୍କର ବିଳାପ ଶୁଣ। କାରଣ ସମାନଙ୍କେର ଶକ୍ତିଶାଳୀ ନେତାମାନେ ଧ୍ବଂସ ହେଲେ। ୟୁବା ସିଂହମାନଙ୍କର ରବ ଶୁଣ। କାରଣ ଯିହୁଦାର ଗର୍ବ ଧ୍ବଂସ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା! ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମେଷପାଳକମାନଙ୍କର ବିଳାପ ଶୁଣ। କାରଣ ସେମାନଙ୍କର ଶକ୍ତିଶାଳୀ ନେତାମାନେ ଧ୍ୱଂସ ହେଲେ। ଯୁବା ସିଂହମାନଙ୍କର ରବ ଶୁଣ। କାରଣ ଯିହୁଦାର ଗର୍ବ ଧ୍ୱଂସ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।
Odia IRV 2017 (ଓଡିଆ ବାଇବେଲ)
ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।