Zechariah 11:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପରମେଶ୍ବର କହନ୍ତି, ଏହି ବଧ ହବୋକୁ ଥିବା ମଷେପଲର ଯତ୍ନ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋʼ ପରମେଶ୍ଵର ଏହି କଥା କହିଲେ; ଏହି ବଧର ଅଧୀନ ପଲକୁ ଚରାଅ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପରମେଶ୍ୱର କହନ୍ତି, “ଏହି ବଧ ହେବାକୁ ଥିବା ମେଷପଲର ଯତ୍ନ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋʼ ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋ’ ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।”
Recommended Reading