Zechariah 11:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହିକଥା କହିଲେ, ଏହି ଦେଶ ନିବାସୀ ପାଇଁ ଆମ୍ଭେ ପୂନର୍ବାର ଦୟା ଦଖାଇବୋ ନାହିଁ। ମାତ୍ର ଦେଖ, ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ତାଙ୍କର ପ୍ରତିବେଶୀ ଓ ତାଙ୍କ ରାଜାଙ୍କ ହସ୍ତ ରେ ହସ୍ତାନ୍ତର କରିବା। ସମାନେେ ତାଙ୍କର ଦେଶକୁ ଧ୍ବଂସ କରିବେ। ଆମ୍ଭେ ସମାନଙ୍କେୁ ସମାନଙ୍କେ ଶକ୍ତିରୁ ରକ୍ଷା କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟ-ମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହିକଥା କହିଲେ, “ଏହି ଦେଶ ନିବାସୀ ପାଇଁ ଆମ୍ଭେ ପୂନର୍ବାର ଦୟା ଦେଖାଇବା ନାହିଁ। ମାତ୍ର ଦେଖ, ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ତାଙ୍କର ପ୍ରତିବାସୀ ଓ ତାଙ୍କ ରାଜାଙ୍କ ହସ୍ତରେ ହସ୍ତାନ୍ତର କରିବା। ସେମାନେ ତାଙ୍କର ଦେଶକୁ ଧ୍ୱଂସ କରିବେ। ଆମ୍ଭେ ସେମାନଙ୍କୁ ସେମାନଙ୍କ ଶକ୍ତିରୁ ରକ୍ଷା କରିବା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ।”