Zechariah 11:7 — Compare Translations

5 translations compared side by side

Odia - 1840
"ତେଣୁ ବଧର ଯୋଗ୍ଯ ସହେି ମଷେପଲର ଆମ୍ଭେ ଯତ୍ନ ନଲେୁ, ଯେଉଁ ନିରୀହ ମଷେ ମରା ହବୋକୁ ଯାଉଥିଲେ, ଆମ୍ଭେ ଦୁଇଟି ୟଷ୍ଟି ନଲେୁ। ଜଣକୁ ଡାକିଲୁ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦଲେୁ। ଏହିପରି ଆମ୍ଭେ ମଷେପଲର ଯତ୍ନ ନଲେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୁଁ ସେହି ବଧର ଅଧୀନ ପଲକୁ, ପ୍ରକୃତରେ ପଲର ଦୁଃଖୀମାନଙ୍କୁ ଚରାଇଲି । ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଲି; ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି; ଆଉ, ମୁଁ ପଲ ଚରାଇଲି;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବଧର ଯୋଗ୍ୟ ସେହି ମେଷପଲର ଆମ୍ଭେ ଯତ୍ନ ନେଲୁ, ଯେଉଁ ନିରୀହ ମେଷ ମରା ହେବାକୁ ଯାଉଥିଲେ, ଆମ୍ଭେ ଦୁଇଟି ଯଷ୍ଟି ନେଲୁ। ଜଣକୁ ଡାକିଲୁ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲୁ। ଏହିପରି ଆମ୍ଭେ ମେଷପଲର ଯତ୍ନ ନେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।