Zechariah 11:8 — Compare Translations

5 translations compared side by side

Odia - 1840
"ଆମ୍ଭେ ଏକମାସ ମଧିଅରେ ତିନିଜଣ ମଷେପାଳକଙ୍କୁ ଧ୍ବଂସ କଲୁ। ଆମ୍ଭେ ସମାନଙ୍କେ ଉପ ରେ ଅର୍ଧୈୟ୍ଯ ଥିଲୁ ଏବଂ ସମାନେେ ଆମ୍ଭକୁ ଘୃଣା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ କ୍ଳା; ହୋଇଥିଲା ଓ ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏକ ମାସ ମଧ୍ୟରେ ତିନି ଜଣ ମେଷପାଳକଙ୍କୁ ଧ୍ୱଂସ କଲୁ। ଆମ୍ଭେ ସେମାନଙ୍କ ଉପରେ ଅଧୈର୍ଯ୍ୟ ଥିଲୁ ଏବଂ ସେମାନେ ଆମ୍ଭକୁ ଘୃଣା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।