Zechariah 11:9 — Compare Translations
5 translations compared side by side
Odia - 1840
"ତା'ପ ରେ ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭର ମଷେପାଳକ ହବୋ ନାହିଁ। ଯେଉଁମାନଙ୍କର ମରିବାର ଅଛି ସମାନେେ ମରନ୍ତୁ ଓ ଯେଉଁମାନଙ୍କର ଉଚ୍ଛନ୍ନ ହବୋର ଅଛି ସମାନେେ ଉଚ୍ଛନ୍ନ ହୁଅନ୍ତୁ। ଯେଉଁ ଅବଶିଷ୍ଟ ରହିବେ ସମାନେେ ପରସ୍ପରକୁ ଧ୍ବସ୍ତ ବିଧ୍ବସ୍ତ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ କହିଲି, ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ କହିଲୁ, “ଆମ୍ଭେ ତୁମ୍ଭର ମେଷପାଳକ ହେବା ନାହିଁ। ଯେଉଁମାନଙ୍କର ମରିବାର ଅଛି ସେମାନେ ମରନ୍ତୁ ଓ ଯେଉଁମାନଙ୍କର ଉଚ୍ଛିନ୍ନ ହେବାର ଅଛି ସେମାନେ ଉଚ୍ଛିନ୍ନ ହୁଅନ୍ତୁ। ଯେଉଁ ଅବଶିଷ୍ଟ ରହିବେ ସେମାନେ ପରସ୍ପରକୁ ଧ୍ୱସ୍ତ ବିଧ୍ୱସ୍ତ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ କହିଲି, “ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ କହିଲି, “ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ।”