Zechariah 12:1 — Compare Translations
5 translations compared side by side
Odia - 1840
"ଏକ ସ୍ବର୍ଗୀଯ ବାଣୀ, ଇଶ୍ରାୟେଲ ବିଷଯ ରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ୟିଏକି ସ୍ବର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ୟିଏକି ମନୁଷ୍ଯମାନଙ୍କ ମଧିଅରେ ନିଶ୍ବାସ ପ୍ରଶ୍ବାସ ସ୍ଥାପନ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଭାରୋକ୍ତି । ଯେ ଆକାଶମଣ୍ତଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଚତୁର୍ପାର୍ଶ୍ୱରେ ଥିବା ଦେଶଗୁଡ଼ିକ ବିଷୟରେ ଦର୍ଶନ ସମୂହ ଏକ ସ୍ୱର୍ଗୀୟ ବାଣୀ, ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ଯିଏ କି ସ୍ୱର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ଯିଏ କି ମନୁଷ୍ୟମାନଙ୍କ ମଧ୍ୟରେ ନିଶ୍ୱାସପ୍ରଶ୍ୱାସ ସ୍ଥାପନ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।