Zechariah 12:11 — Compare Translations
5 translations compared side by side
Odia - 1840
"ସହେିଦିନ, ୟିରୁଶାଲମ ରେ ଶାେକ ହବେ, ଏପରି ମହାନ୍ ଶାେକ ଯେପରିକି ହଦଦ୍-ରିମ୍ମୋଶ ମଗିଦ୍ଦୋନର ଉପତ୍ୟକା ରେ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ମଗିଦ୍ଦୋନ୍ ଉପତ୍ୟକାରେ ହଦଦ୍-ରିମ୍ମୋଣର ଶୋକତୁଲ୍ୟ ଯିରୂଶାଲମରେ ମହା ଶୋକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ, ଯିରୁଶାଲମରେ ଶୋକ ହେବ, ଏପରି ମହାନ ଶୋକ ଯେପରିକି ହଦଦ୍-ରିମ୍ମୋଣ ମଗିଦ୍ଦୋନର ଉପତ୍ୟକାରେ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଦିନ ମଗିଦ୍ଦୋନ୍ ଉପତ୍ୟକାରେ ହଦଦ୍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହାଶୋକ ହେବ।
Odia IRV 2017 (ଓଡିଆ ବାଇବେଲ)
ସେଦିନ ମଗିଦ୍ଦୋନ୍ ଉପତ୍ୟକାରେ ହଦଦ୍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହା ଶୋକ ହେବ।