Zechariah 12:14 — Compare Translations
5 translations compared side by side
Odia - 1840
"ଏବଂ ଅନ୍ୟ ସମସ୍ତ ବଞ୍ଚିତ ପରିବାର ନିଜେ ନିଜେ, ପ୍ରେତ୍ୟକକ ପରିବାରବର୍ଗ ଏକା ଏବଂ ସମାନଙ୍କେର ସ୍ତ୍ରୀମାନେ ନିଜେ ନିଜେ ଶାେକ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍ ଶୋକ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଅନ୍ୟ ସମସ୍ତ ବଞ୍ଚିତ ପରିବାର ନିଜେ ନିଜେ, ପ୍ରତ୍ୟେକ ପରିବାରବର୍ଗ ଏକା ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।
Odia IRV 2017 (ଓଡିଆ ବାଇବେଲ)
ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।