Zechariah 12:2 — Compare Translations

5 translations compared side by side

Odia - 1840
" ଦେଖ, ଦେଶସମୂହ ପ୍ରତି ୟିରୁଶାଲମକୁ ଏକ ପାନପାତ୍ର ସଦୃଶ ଆମ୍ଭେ ନିର୍ମାଣ କରିବା। ଯିହୁଦା ଓ ୟିରୁଶାଲମ ଅବରୋଧ ହାଇେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ଵରୂପ କରିବା ଓ ଯିରୂଶାଲମର ଅବରୋଧ କାଳେ ତାହା ଯିହୁଦାର ଉପରେ ମଧ୍ୟ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ଦେଶସମୂହ ପ୍ରତି ଯିରୁଶାଲମକୁ ଏକ ପାନପାତ୍ର ସଦୃଶ ଆମ୍ଭେ ନିର୍ମାଣ କରିବା। ଯିହୁଦା ଓ ଯିରୁଶାଲମ ଅବରୋଧ ହୋଇ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।