Zechariah 12:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ସଦେିନ ଆମ୍ଭେ ପ୍ରେତ୍ୟକକ ଅଶ୍ବକୁ ଭୟଭୀତ କରାଇବା ଏବଂ ଅଶ୍ବାରୋହୀର ମତିଭ୍ରମ ହବେ। ଆମ୍ଭେ ଦେଶମାନଙ୍କର ସମସ୍ତ ଅଶ୍ବକୁ ଅନ୍ଧ କରିଦବୋ, ମାତ୍ର ମାରେ ଚକ୍ଷୁ ଖାେଲା ରହିବ ଏବଂ ଯିହୁଦା ଉପ ରେ ମାରେ ସତର୍କ ଦୃଷ୍ଟି ରହିବା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ପ୍ରତ୍ୟେକ ଅଶ୍ଵକୁ ସ୍ତବ୍ଧତାରେ ଓ ତଦାରୋହୀକି ଉନ୍ମତ୍ତତାରେ ଆଘାତ କରିବା; ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ଵକୁ ଅନ୍ଧତାରେ ଆଘାତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, ସେଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଭୟଭୀତ କରାଇବା ଏବଂ ଅଶ୍ୱାରୋହୀର ମତିଭ୍ରମ ହେବ। ଆମ୍ଭେ ଦେଶମାନଙ୍କର ସମସ୍ତ ଅଶ୍ୱକୁ ଅନ୍ଧ କରିଦେବା, ମାତ୍ର ମୋର ଚକ୍ଷୁ ଖୋଲା ରହିବ ଏବଂ ଯିହୁଦା ଉପରେ ମୋର ସତର୍କ ଦୃଷ୍ଟି ରହିବା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।”