Zechariah 12:5 — Compare Translations

5 translations compared side by side

Odia - 1840
"ଯିହୁଦାର ପରିବାରର ନେତାଗଣ ଲୋକମାନଙ୍କୁ ଉତ୍ସାହିତ କରିବେ। ସମାନେେ କହିବେ, 'ୟିରୁଶାଲମର ଲୋକମାନେ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ଆସ୍ଥା ରଖନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ଯିରୂଶାଲମର ନିବାସୀମାନେ ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସାହାଯ୍ୟରେ ମୋର ବଳସ୍ଵରୂପ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ପରିବାରର ନେତାଗଣ ଲୋକମାନଙ୍କୁ ଉତ୍ସାହିତ କରିବେ। ସେମାନେ କହିବେ, ‘ଯିରୁଶାଲମର ଲୋକମାନେ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ଆସ୍ଥା ରଖନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, “ଯିରୂଶାଲମର ନିବାସୀମାନେ ଆମର ବଳସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।