Zechariah 12:6 — Compare Translations
5 translations compared side by side
Odia - 1840
"ସହେିଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧିଅରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହାଇେଥିବା ନୂତନ ଶସ୍ଯ ମଧିଅରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସମାନେେ ତାଙ୍କ ବାମ ଓ ଦକ୍ଷିଣ ରେ ଥିବା ଲୋକମାନଙ୍କୁ ଧ୍ବଂସ କରିବେ କିନ୍ତୁ ୟିରୁଶାଲମ ତା'ର ସ୍ଥାନ ରେ ଅକ୍ଷତ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ଵରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ଵରୂପ କରିବା; ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ଵସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧ୍ୟରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହୋଇଥିବା ନୂତନ ଶସ୍ୟ ମଧ୍ୟରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସେମାନେ ତାଙ୍କ ବାମ ଓ ଦକ୍ଷିଣରେ ଥିବା ଲୋକମାନଙ୍କୁ ଧ୍ୱଂସ କରିବେ କିନ୍ତୁ ଯିରୁଶାଲମ ତା’ର ସ୍ଥାନରେ ଅକ୍ଷତ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।