Zechariah 12:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡିକୁ ରକ୍ଷା କରିବେ। ସେ ଏପରି କରିବେ ୟଦ୍ବାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ୟିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ଵୁସବୁକୁ ଉଦ୍ଧାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡ଼ିକୁ ରକ୍ଷା କରିବେ। ସେ ଏପରି କରିବେ ଯଦ୍ଦ୍ୱାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ଯିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।