Zechariah 12:8 — Compare Translations
5 translations compared side by side
Odia - 1840
"ସହେିଦିନ ସଦାପ୍ରଭୁ ପୁନର୍ବାର ୟିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦବେେ। ଏପରିକି ସବୁଠାରୁ ଦୁର୍ବଳ ବ୍ଯକ୍ତି ମଧ୍ଯ ସହେିଦିନ ଦାଉଦଙ୍କ ପରି ହବେ। ସହେିଦିନ ଆଉ ମଧ୍ଯ ଦାଉଦଙ୍କ ପରିବାର ଲୋକ ଦବେତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖ ରେ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ଵରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ସଦାପ୍ରଭୁ ପୁନର୍ବାର ଯିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦେବେ। ଏପରିକି ସବୁଠାରୁ ଦୁର୍ବଳ ବ୍ୟକ୍ତି ମଧ୍ୟ ସେହି ଦିନ ଦାଉଦଙ୍କ ପରି ହେବ। ସେହି ଦିନ ଆଉ ମଧ୍ୟ ଦାଉଦଙ୍କ ପରିବାର ଲୋକ ଦେବତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖରେ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।