Zechariah 12:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ସହେିଦିନ ଯେଉଁ ଦେଶ ୟିରୁଶାଲମ ବୁରୁଦ୍ଧ ରେ ଆସିବ ଆମ୍ଭେ ତାକୁ ଧ୍ବଂସ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେଦିନ ନଷ୍ଟ କରିବାକୁ ଚେଷ୍ଟା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ସେହି ଦିନ ଯେଉଁ ଦେଶ ଯିରୁଶାଲମ ବିରୁଦ୍ଧରେ ଆସିବ ଆମ୍ଭେ ତାକୁ ଧ୍ୱଂସ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।