Zechariah 13:1 — Compare Translations

5 translations compared side by side

Odia - 1840
"ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀ- ଗଣର ପ୍ରତି ଏକ ନିର୍ଝର ଖୋଲାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେତେବେଳେ, ଏକ ନିର୍ଝର ଦାଉଦର ପରିବାର ଓ ଯିରୁଶାଲମ ନିବାସୀ ପାଇଁ ଖୋଲା ହେବ। ସେହି ଝରଣା ସେମାନଙ୍କର ପାପସବୁ ଓ ଅପବିତ୍ରତାକୁ ଧୋଇଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।