Zechariah 13:3 — Compare Translations
5 translations compared side by side
Odia - 1840
"ଯଦି କହେି ଭବିଷ୍ଯତ୍ବାଣୀ କରୁଛି ତା'ର ପିତାମାତା ତାକୁ କହିବେ, 'ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ମିଥ୍ଯା ବାକ୍ଯ କହିଛ।' ତା'ର ପିତା ଏବଂ ମାତା ୟିଏ ତାକୁ ଧାରଣ କରିଛନ୍ତି ସେ ଯେତବେେଳେ ଭବିଷ୍ଯବାଣୀ କରିବ ତାକୁ ଖଡ୍ଗ ରେ ବିନାଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେହି ଯେବେ ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ଭବିଷ୍ୟଦ୍ବାଣୀ କରୁଛି ତା’ର ପିତାମାତା ତାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା ବାକ୍ୟ କହିଛ।’ ତା’ର ପିତା ଏବଂ ମାତା ଯିଏ ତାକୁ ଧାରଣ କରିଛନ୍ତି ସେ ଯେତେବେଳେ ଭବିଷ୍ୟଦ୍ବାଣୀ କରିବ ତାକୁ ଖଡ଼୍ଗରେ ବିନାଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।