Zechariah 13:6 — Compare Translations

5 translations compared side by side

Odia - 1840
"କିନ୍ତୁ ଅନ୍ଯଲୋକମାନେ କହିବେ, 'ତୁମ୍ଭର ହାତ ରେ ଏହି କ୍ଷତଗୁଡିକ କ'ଣ? ସେ ଉତ୍ତର ଦବେେ, 'ମୁଁ ମାେ ବନ୍ଧୁମାନଙ୍କ ଗୃହ ରେ କ୍ଷତ ବିକ୍ଷତ ହାଇେଥିଲି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏସବୁ ସେହି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅନ୍ୟଲୋକମାନେ କହିବେ, ‘ତୁମ୍ଭର ହାତରେ ଏହି କ୍ଷତଗୁଡ଼ିକ କ’ଣ? ସେ ଉତ୍ତର ଦେବେ, ‘ମୁଁ ମୋ’ ବନ୍ଧୁମାନଙ୍କ ଗୃହରେ କ୍ଷତ ବିକ୍ଷତ ହୋଇଥିଲି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”