Zechariah 13:8 — Compare Translations
5 translations compared side by side
Odia - 1840
"ଦେଶର ଦୁଇ ତୃତୀଯାଂଶ ଲୋକ ଚ୍ଛଦନେ ହବେେ ଓ ମୃତ୍ଯୁବରଣ କରିବେ। ମାତ୍ର ଏକ ତୃତୀଯାଂଶ ଜୀବିତ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶର ଦୁଇ ତୃତୀୟାଂଶ ଲୋକ ଚ୍ଛେଦନ ହେବେ ଓ ମୃତ୍ୟୁବରଣ କରିବେ। ମାତ୍ର ଏକ ତୃତୀୟାଂଶ ଜୀବିତ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହନ୍ତି, “ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।