Zechariah 14:1 — Compare Translations
5 translations compared side by side
Odia - 1840
"ଦେଖ, ସଦାପ୍ରଭୁଙ୍କର ପାଇଁ ଏକ ବିଶଷଦେିନ ଆସୁଛି। ତୁମ୍ଭମାନେେ ଯେଉଁ ସମ୍ପତ୍ତି ନଇେଛ ତାହା ତୁମ୍ଭମାନଙ୍କ ମଧିଅରେ ଭାଗ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସୁବିଗ୍ଭର ଦିନ ଦେଖ, ସଦାପ୍ରଭୁଙ୍କର ପାଇଁ ଏକ ବିଶେଷ ଦିନ ଆସୁଛି। ତୁମ୍ଭେମାନେ ଯେଉଁ ସମ୍ପତ୍ତି ନେଇଛ ତାହା ତୁମ୍ଭମାନଙ୍କ ମଧ୍ୟରେ ଭାଗ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେହି ସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେହି ସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ।