Zechariah 14:11 — Compare Translations
5 translations compared side by side
Odia - 1840
"ଲୋକମାନେ ଯିବେ ଓ ସଠାେ ରେ ବାସ କରିବେ। ପୁନର୍ବାର ୟିରୁଶାଲମ ସମ୍ପୁର୍ଣ୍ଣ ଧ୍ବଂସ ହବେ ନାହିଁ। ୟିରୁମାଲମ ନିରାପଦ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ନୋହିବ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଯିବେ ଓ ସେଠାରେ ବାସ କରିବେ। ପୁନର୍ବାର ଯିରୁଶାଲମ ସମ୍ପୂର୍ଣ୍ଣ ଧ୍ୱଂସ ହେବ ନାହିଁ। ଯିରୁଶାଲମ ନିରାପଦ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ।