Zechariah 14:15 — Compare Translations

4 translations compared side by side

Odia - 1840
"ଓଟ ଓ ଗର୍ଦ୍ଦଭ ସହେି ଭୟଙ୍କର ବ୍ଯାଧି ରେ ଆକ୍ରାନ୍ତି ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହିସବୁ ଛାଉଣିରେ ଯେଉଁ ଅଶ୍ଵ, ଖଚର, ଉଷ୍ଟ୍ର ଓ ଗର୍ଦ୍ଦଭ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମାରୀ ଘଟିବ, ତାହା ସେହି ମାରୀ ତୁଲ୍ୟ ହେବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହିସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।