Zechariah 14:16 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ବ୍ଯକ୍ତି ୟିଏ ଦେଶ ଛାଡି ୟିରୁଶାଲମ ବିରୁଦ୍ଧ ରେ ଆସିଛନ୍ତି, ପ୍ରେତ୍ୟକକ ବର୍ଷ ଉପାସନା କରିବା ପାଇଁ ଆସିବେ। ପ୍ରତିବର୍ଷ ସମାନଙ୍କେର ରାଜା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଏବଂ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ବ୍ୟକ୍ତି ଯିଏ ଦେଶ ଛାଡ଼ି ଯିରୁଶାଲମ ବିରୁଦ୍ଧରେ ଆସିଛନ୍ତି, ପ୍ରତ୍ୟେକ ବର୍ଷ ଉପାସନା କରିବା ପାଇଁ ଆସିବେ। ପ୍ରତି ବର୍ଷ ସେମାନଙ୍କର ରାଜା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଏବଂ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ।
Odia IRV 2017 (ଓଡିଆ ବାଇବେଲ)