Zechariah 14:17 — Compare Translations
5 translations compared side by side
Odia - 1840
"ଯଦି କୌଣସି ଦେଶର ପରିବାର ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଆସିବେ ନାହିଁ, ବର୍ଷା ସମାନଙ୍କେ ଉପ ରେ ପଡିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଦେଶର ପରିବାର ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଆସିବେ ନାହିଁ, ବର୍ଷା ସେମାନଙ୍କ ଉପରେ ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ।