Zechariah 14:18 — Compare Translations

5 translations compared side by side

Odia - 1840
"ଯଦି ମିଶରର ପରିବାର ନ ଆସିନ୍ତି, ବର୍ଷା ସମାନଙ୍କେ ଉପ ରେ ଆସିବ ନାହିଁ। ତା' ବଦଳ ରେ ସଦାପ୍ରଭୁ ମହାମାରୀ ପଠାଇବେ ଯାହା ସେ ଦେଶସବୁ ବିରୁଦ୍ଧ ରେ ପଠାଇଥିଲେ ଏବଂ ଯେଉଁମାନେ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ୟାଇ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମିସରର ଗୋଷ୍ଠୀ ଯେବେ ନ ଆସେ, ତେବେ ସେମାନଙ୍କ ଉପରେ ହିଁ ତାହା ହେବ ନାହିଁ ଯେଉଁ ଗୋଷ୍ଠୀଗଣ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ଯଦ୍ଦ୍ଵାରା ଆଘାତ କରିବେ, ସେହି ମାରୀ ସେଠାରେ ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମିଶରର ପରିବାର ନ ଆସନ୍ତି, ବର୍ଷା ସେମାନଙ୍କ ଉପରେ ଆସିବ ନାହିଁ। ତା’ ବଦଳରେ ସଦାପ୍ରଭୁ ମହାମାରୀ ପଠାଇବେ ଯାହା ସେ ଦେଶସବୁ ବିରୁଦ୍ଧରେ ପଠାଇଥିଲେ ଏବଂ ଯେଉଁମାନେ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଯାଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ।