Zechariah 14:19 — Compare Translations

5 translations compared side by side

Odia - 1840
"ତାହା ମିଶରର ପାପ ହବେ ଏବଂ ପ୍ରେତ୍ୟକକ ଦେଶର ପାପ ଯେଉଁମାନେ ୟାଆନ୍ତି ନାହିଁ ଓ ପତ୍ରକୂଟୀର ପର୍ବ ପାଳନ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ମିସରର ଦଣ୍ତ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ର-କୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ମିଶରର ପାପ ହେବ ଏବଂ ପ୍ରତ୍ୟେକ ଦେଶର ପାପ, ଯେଉଁମାନେ ଯାଆନ୍ତି ନାହିଁ ଓ ପତ୍ରକୂଟୀର ପର୍ବ ପାଳନ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ।