Zechariah 14:2 — Compare Translations

5 translations compared side by side

Odia - 1840
"ଆମ୍ଭେ ସମସ୍ତ ଗୋଷ୍ଠୀକୁ ୟିରୁଶାଲମ ବିରୁଦ୍ଧ ରେ ଲଢିବାକୁ ଏକତ୍ରୀତ କରିବା। ନଗରଟି ପରାଜିତ ହବେ ଓ ଗୃହଗୁଡିକ ଲୁଣ୍ଠିତ ହବେ। ସ୍ତ୍ରୀମାନେ ଧର୍ଷିତ ହବେେ ଏବଂ ଦେଶର ଅର୍ଦ୍ଦକେ ଲୋକ ନିର୍ବାସିତ ହବେେ। ଅବଶିଷ୍ଟ ଲୋକମାନେ ନଗରୀରୁ ନିଆଯିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ଓ ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତ ଗୋଷ୍ଠୀକୁ ଯିରୁଶାଲମ ବିରୁଦ୍ଧରେ ଲଢ଼ିବାକୁ ଏକତ୍ରିତ କରିବା। ନଗରଟି ପରାଜିତ ହେବ ଓ ଗୃହଗୁଡ଼ିକ ଲୁଣ୍ଠିତ ହେବ। ସ୍ତ୍ରୀମାନେ ଧର୍ଷିତ ହେବେ ଏବଂ ଦେଶର ଅର୍ଦ୍ଧେକ ଲୋକ ନିର୍ବାସିତ ହେବେ। ଅବଶିଷ୍ଟ ଲୋକମାନେ ନଗରରୁ ନିଆଯିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।