Zechariah 14:20 — Compare Translations
5 translations compared side by side
Odia - 1840
"ସହେିଦିନ 'ସଦାପ୍ରଭୁଙ୍କ ପବିତ୍ର' ଏପରିକି ଅଶ୍ବଗଣର ଘଣ୍ଟି ରେ ମଧ୍ଯ ଲଖାୟିବେ। ଆଉ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ବ୍ଯବହୃତ ସମସ୍ତ ପାତ୍ର ୟଜ୍ଞବଦେୀର ଜଳପାତ୍ର ତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ଏହି କଥା ଅଶ୍ଵଗଣର ଘଣ୍ଟିରେ ଲେଖା ହେବ ଓ ସଦାପ୍ରଭୁଙ୍କ ଗୃହର ହାଣ୍ତିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ‘ସଦାପ୍ରଭୁଙ୍କ ପବିତ୍ର’ ଏପରିକି ଅଶ୍ୱଗଣର ଘଣ୍ଟିରେ ମଧ୍ୟ ଲେଖାଯିବ। ଆଉ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ବ୍ୟବହୃତ ସମସ୍ତ ପାତ୍ର ଯଜ୍ଞବେଦିର ଜଳପାତ୍ର ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।